ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ
ଅନୁଗୁଳ: ଜିଲ୍ଲା ସଡକ ସୁରକ୍ଷା କମିଟିର ଏକ ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଅବଦାଲ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକର ପ୍ରାରମ୍ଭରେ ଅକ୍ଟୋବର ମାସରେ ହୋଇଥିବା ଦୁର୍ଘଟଣା,ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ଓ ବିଭିନ୍ନ ପ୍ରକାର…
