ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ: ୭ ଦିନ ରାଷ୍ଟ୍ରୀୟ ଶୋକ,କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟକ୍ରମ ବାତିଲ୍
ଅନୁଗୁଳ: ଆଉ ନାହାନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ଦିଲ୍ଲୀ ଏମ୍ସରେ ଚିକିତ୍ସା ସମୟରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା । ଗୁରୁବାର ମନମୋହନ ସିଂଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିବା…



