ପାଳଲହଡ଼ାରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ, ୧୧୫ଟି ପ୍ରକଳ୍ପ ପ୍ରଦର୍ଶନ କଲେ ଛାତ୍ରଛାତ୍ରୀ
ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଳଲହଡ଼ା ବ୍ଲକ ମହତାବ ଉଚ୍ଚ ବିଦ୍ୟାଳୟ ଠାରେ ବୁଧବାର ୩୦ ତମ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଛି। ଏଥିରେ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୧୫ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ପାଳଲହଡା ବିଧାୟକ ଅଶୋକ ମହାନ୍ତି ମୁଖ୍ୟ…



