ତାଳଚେରର ରାଜା ରାଜେନ୍ଦ୍ର ଚନ୍ଦ୍ର ବୀରବର ହରିଚନ୍ଦନଙ୍କ ପରଲୋକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବିଜେପିର ଶୋକ
ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେରର ରାଜା ସାହେବ ରାଜେନ୍ଦ୍ର ଚନ୍ଦ୍ର ବୀରବର ହରିଚନ୍ଦନଙ୍କର ଆଜି ୭୫ ବର୍ଷ ବୟସରେ ପରଲୋକ ହୋଇଛି। ରାୟପୁରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ଦୀର୍ଘ ଦିନ ଧରି ଅସୁସ୍ଥ ଥିବାରୁ ସେ ସେଠାରେ ଚିକିତ୍ସାଧୀନ…





