ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି: ୮୯ ଅଭିଯୋଗ ମଧ୍ୟରୁ ୮ଟିର ତୁରନ୍ତ ସମାଧାନ
ଅନୁଗୋଳ: କଣିହାଁ ପବିତ୍ର ମୋହନ ସଭାଗୃହରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ମୋଟ ୮୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିମଧ୍ୟରୁ ୭୭ଟି ବ୍ୟକ୍ତିଗତ ଓ ୧୨ଟି…




