ପ୍ରତି ପଞ୍ଚାୟତରେ ପୁସ୍ତକାଳୟ ସ୍ଥାପନ ନିମନ୍ତେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଦାବି ପତ୍ର
ଅନୁଗୁଳ: ପ୍ରତି ପଞ୍ଚାୟତରେ ପୁସ୍ତକାଳୟ ସ୍ଥାପନ ନିମନ୍ତେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୁଳ ଗସ୍ତରେ ଥିବା ବେଳେ ଜିଲ୍ଲା ପରିଷଦ ସଭ୍ୟ ଗୋପାଳ ନାଏକ ତାଙ୍କୁ ଦେଶର ପ୍ରତି ପଞ୍ଚାୟତରେ ଏକ…





