ବିଦ୍ୟାଳୟ ସୁରକ୍ଷା ଓ ବିଦ୍ୟାଳୟ ସୁରକ୍ଷା ସପ୍ତାହ ପାଳନ ନେଇ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ, ଶିଶୁପ୍ରିୟ ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ
ଅନୁଗୁଳ: ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବିଦ୍ୟାଳୟ ସୁରକ୍ଷା ଓ ବିଦ୍ୟାଳୟ ସୁରକ୍ଷା ସପ୍ତାହ ପାଳନର ସଠିକ କାର୍ଯ୍ୟକାରିତା ସମ୍ପର୍କିତ ଏକ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ ସୁସ୍ମିତା ସାହୁ…
