ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: ପୁଣି ଜନସାଧାରଣଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ବର: ଆସନ୍ତା ସୋମବାର ୧୫ ତାରିଖରେ ପୁଣି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ନିଜ ଅଭିଯୋଗ ପ୍ରକୋଷ୍ଠରେ ପୁଣି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ। ଉକ୍ତ ଦିନ ପୂର୍ବାହ୍ନ ୧୧ଟାରୁ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣିବେ। ଅଭିଯୋଗ କରିବା…



