ଅନୁଗୁଳ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୧ ତମ ବାର୍ଷିକ ଉତ୍ସବ ଆୟୋଜିତ
ଅନୁଗୁଳ: ସ୍ଥାନୀୟ ଗାନ୍ଧିମାର୍ଗ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୪୧ ତମ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଛି। ବିଦ୍ୟାଳୟର ସଭାପତି ଡ଼ା.ସୁଧାକର ପାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବାର୍ଷିକ ଉତ୍ସବରେ ଢେଙ୍କାନାଳ ଲୋକସଭା ସାଂସଦ ରୁଦ୍ରନାରାୟଣ ପାଣି ମୁଖ୍ୟ ଅତିଥି…





