କୋଶଳା ଜଙ୍ଗଲରୁ ଯୁବକଙ୍କ ମୃତ ଦେହ ଉଦ୍ଧାର, ୨ ଦିନ ହେଲା ଥିଲା ନିଖୋଜ
ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କୋଶଳା ସଂରକ୍ଷିତ ଜଙ୍ଗଲ ତାରିଣୀ ମନ୍ଦିର ନିକଟରୁ ନିଖୋଜ ଯୁବକଙ୍କ ସନ୍ଦେହଜନକ ମୃତ ଦେହ ଉଦ୍ଧାର ହୋଇଛି। ମୃତ ଯୁବକ ହେଲେ କୋଶଳା ଗ୍ରାମର ପ୍ରଦ୍ୟୁମ୍ନ କୁମାର ରାଉଳ (୪୨)। ସୂଚନା ମୁତାବକ, ୨…





