ସେଣ୍ଟ ଜନ୍ସ ଅନନ୍ତ ଆମ୍ବୁଲାନ୍ସ ଡ଼ିଭିଜନ ପକ୍ଷରୁ ଜଳଛତ୍ର ଶୁଭାରମ୍ଭ
ଅନୁଗୁଳ: ତାଳଚେରରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସେଣ୍ଟ ଜନ୍ସ ଅନନ୍ତ ଆମ୍ବୁଲାନ୍ସ ଡ଼ିଭିଜନ ପକ୍ଷରୁ ଏକ ଜଳଛତ୍ର ଶୁଭାରମ୍ଭ ହୋଇଯାଇଛି। ଏମସିଏଲର ଜଗନ୍ନାଥ କ୍ଷେତ୍ରର ମହାପ୍ରବନ୍ଧକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠାନର ଡ଼ିଭିଜନାଲ କମାଣ୍ଡର ପ୍ରଦୀପ୍ତ କୁମାର ସ୍ବାଇଁ ଏବଂ…



