ଜିଲ୍ଲା ଏଡସ ନିୟନ୍ତ୍ରଣ କମିଟି ବୈଠକ, ଏଚ୍ଆଇଭି ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ସେବା ଗୁଡ଼ିକର ସମୀକ୍ଷା କଲେ ମୁଖ୍ୟ ଚିକିତ୍ସାଧିକାରୀ
ଅନୁଗୁଳ: ଆଜି ଅପରାହ୍ନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥିତ ତାଲିମ କେନ୍ଦ୍ରଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ବିଶ୍ବବିହାରୀ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଏଡସ ନିୟନ୍ତ୍ରଣ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଜିଲ୍ଲାର ଏଚ୍ଆଇଭି ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯାଉଥିବା ବିଭିନ୍ନ…



