ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର: ୪୬ ୟୁନିଟ ରକ୍ତ ସଂଗୃହୀତ
ଅନୁଗୁଳ: ବସୁଧାର ଉପଦେଷ୍ଟା ତଥା ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ଦିନେଶ ପ୍ରଧାନଙ୍କ ନେତୃତ୍ୱରେ ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ଆଜି ବନ୍ତଳା ପଞ୍ଚାୟତରେ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଏକ ସ୍ବେଚ୍ଛାକୃତ ରକ୍ତଦାନ…
