୪ କିଲୋ ୮୭୦ ଗ୍ରାମ ଗଞ୍ଜେଇ ଜବତ, ଦୁଇ ଗିରଫ
ଆଠମଲ୍ଲିକ: ଆଠମଲ୍ଲିକ କିଆକଟା ରାଜ୍ୟ ରାଜପଥ ମାଣିକ ପଥର ଠାରେ ଗଞ୍ଜେଇ ଚାଲାଣ ହେଉଥିବା ବାଇକକୁ ଧରିଛି ପୋଲିସ। ୪ କିଲୋ ୮୭୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ସୂଚନା ମୁତାବକ,…
ଆଠମଲ୍ଲିକ: ଆଠମଲ୍ଲିକ କିଆକଟା ରାଜ୍ୟ ରାଜପଥ ମାଣିକ ପଥର ଠାରେ ଗଞ୍ଜେଇ ଚାଲାଣ ହେଉଥିବା ବାଇକକୁ ଧରିଛି ପୋଲିସ। ୪ କିଲୋ ୮୭୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ସୂଚନା ମୁତାବକ,…
ଅନୁଗୁଳ : ତାଳଚେର ଅଞ୍ଚଳରେ ଅଭିନବ ଉପାୟରେ ଠକେଇ କରି ଯୁବକ ଫେରାର। ଏହି ମାଷ୍ଟର ମାଇଣ୍ଡ ହେଲା ରଞ୍ଜିତ ସାହୁ। ରଞ୍ଜିତ ନିଜକୁ ବିଲଡର କହି ପ୍ରଲୋଭନ ଦେଖାଇ ପ୍ରଥମେ ପ୍ରଥମେ ଅଳ୍ପ ଟଙ୍କା ନେଇ ସୁଧ ସହ ସୁଝୁ…
ତାଳଚେର: ତାଳଚେର ବ୍ଲକ ଅନ୍ତର୍ଗତ ଘଂଟପଡ଼ା ଗ୍ରାମର ବିଜେପି ସମର୍ଥିତ ପୂର୍ବତନ ସରପଞ୍ଚ ଉଗ୍ରସେନ ସାହୁଙ୍କ ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୦ ବର୍ଷ ହୋଇଥିଲା। ସ୍ବର୍ଗତ ସାହୁ ବିଜେପିର ଜଣେ ସକ୍ରିୟ ସଂଗଠକ ଥିଲେ। ସେ ଦୁଇଦୁଇ…
ଅନୁଗୁଳ: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସାମାଜିକ ଦାୟିତ୍ୱବୋଧ ଶାଖା ଜେଏସପି ଫାଉଣ୍ଡେସନ ନିକ୍ଷୟ ମିତ୍ର ରୂପେ ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଅଭିଯାନରେ ସାମିଲ ହୋଇଛି। ଏଥିପାଇଁ ଭାରତ ସରକାରଙ୍କ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଅନୁଗୁଳ…
ଅନୁଗୁଳ: ଭାରତ ବର୍ଷର କ୍ରାନ୍ତିକାରୀ ଯୁବ ସଂଗଠନ ଅଲ୍ ଇଣ୍ଡିଆ ଡି.ଓ୍ବାଇ.ଓ.ର ୫୯ ତମ ପ୍ରତିଷ୍ଠା ଦିବସ ଆଜି ଶିକ୍ଷକପଡାସ୍ଥ ନବକୃଷ୍ଣ ଚୌଧୁରୀ ସ୍ମୃତି ପାଠାଗାର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଛି। ଜିଲ୍ଲା କୋଷାଧ୍ୟକ୍ଷ ମଳୟ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ…
କଣିହାଁ : ନାବଳିକାକୁ ଅପହରଣ ଅଭିଯୋଗରେ ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ଏନଟିପିସି ଟାଉନ ଥାନା ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ଥାନା ଆଇଆଇସି ସନ୍ତୋଷ କୁମାର ସେଠିଙ୍କ ସୂଚନା ମୁତାବକ, କଣିହାଁ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ନୂଆଦିଲ୍ଲୀ ଗସ୍ତରେ ଯିବେ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଆଜି ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ…
ଅନୁଗୁଳ: “ଶିଶୁଙ୍କ ପାଇଁ ଦିନଟିଏ” ଶୀର୍ଷକକୁ ନେଇଛି ସୋମବାର ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ ଯୋଗ ଦେଇ…
ତାଳଚେର : ବିଭିନ୍ନ ସମସ୍ୟା ନେଇ ତାଳଚେର ବିଦ୍ୟୁତ୍ ଡିଭିଜନ୍ ଅନ୍ତର୍ଗତ ସମସ୍ତ କର୍ମଚାରୀ କଳାବ୍ୟାଜ୍ ପରିଧାନ କରି କାର୍ଯ୍ୟରେ ଯୋଗଦେଇଛନ୍ତି। ସେମାନଙ୍କ ଦାବିଗୁଡ଼ିକ ମଧ୍ୟରେ କର୍ମଚାରୀଙ୍କୁ ବର୍ଦ୍ଧିତ ୧୦୦ ଟଙ୍କା ଦୈନିକ ବୃଦ୍ଧି କରିବା, ଟିପିସିଓଡିଏଲ୍ ର ଅପରେସନ୍…
ଅନୁଗୁଳ: ଅନୁଗୁଳ ଜିଲ୍ଲା ବିଜେପି ପକ୍ଷରୁ ଜୁନ ୨୫ କୁ କଳା ଦିବସ ଭାବେ ପାଳନ କରାଯାଇଛି। ଜିଲ୍ଲା ବିଜେପି ସଭାପତି ଦିଲେଶ୍ୱର ପ୍ରଧାନଙ୍କ ପୌରୋହିତ୍ୟରେ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅନୁଗୁଳ…