ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ
ଅନୁଗୁଳ: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ-୨୦୨୪ ନିମନ୍ତେ ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଚଳିତ ବର୍ଷ ଅକ୍ଟୋବର…
