ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କ ସହ ଦୁଷ୍କର୍ମ ଓ ଗର୍ଭପାତ ଅଭିଯୋଗ, ଯୁବକ ଗିରଫ
ଅନୁଗୁଳ: ବିବାହ ପ୍ରତିଶ୍ରୁତି ଦେଇ ଜଣେ ନାବାଳିକାଙ୍କ ସହ ଦୁଷ୍କର୍ମ କରିବା ଅଭିଯୋଗରେ ଅନୁଗୁଳ ଟାଉନ ଥାନା ପୋଲିସ ଜଣେ ଯୁବକକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ହେମସୁରପଡ଼ାର ବିଜୟ କୁମାର ନାଏକ(୨୭)। ଅଭିଯୋଗ ଅନୁସାରେ, ବିଜୟ ସହରର ଜଣେ…





