ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ଆସିଲା ନୂଆ ଗାଇଡଲାଇନ

ଅନୁଗୁଳ: ସ୍କୁଲ ଖୋଲିବାକୁ ନେଇ ତତ୍ପର ସରକାର। ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ଆସିଛି ନୂଆ ଗାଇଡଲାଇନ। ସବୁ ପ୍ରଧାନଶିକ୍ଷକ ଏହି ଗାଇଡଲାଇନ ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୨୧ରେ ଏକାଦଶ ଓ ୨୫ରେ ଅଷ୍ଟମ ଶ୍ରେଣୀ…
Read More...

ତଳମୂଳ ଦୁର୍ଗା ମାଧବ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଅନୁଗୁଳ : ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ତଳମୂଳ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆଠାରେ ୬୧ତମ ଦୁର୍ଗା ମାଧବ ଫୁଟବଲ ଟୁର୍ଣ୍ଣାମେଣ୍ଟ ସୋମବାର ଉଦଯାପିତ ହୋଇଯାଇଛି। ତରୁଣ ଏଣ୍ଡ ତରୁଣ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଏହି…
Read More...

କଞ୍ଜା ଗାଁରେ ଗିରି ଗୋବର୍ଦ୍ଧନ ପୂଜା

ଅନୁଗୁଳ : ଅନୁଗୁଳ ବ୍ଲକ କଞ୍ଜା ଗାଁରେ ସୋମବାର ଗିରି ଗୋବର୍ଦ୍ଧନ ପୂଜା ଅନୁଷ୍ଠିତ ହୋଇଯାଇଛି। କରୋନା କଟକଣା ମଧ୍ୟରେ ଅଳ୍ପ ସଂଖ୍ୟକ ଶ୍ରଦ୍ଧାଳୁ ପୂଜାରେ ଯୋଗଦେଇଥିଲେ। ପୂର୍ଵପୁରୁଷଙ୍କ ଅନୁସାରେ ଗିରି ଗୋବର୍ଦ୍ଧନ ପୂଜା ହେଲେ…
Read More...

୫୦ ହଜାର ଟଙ୍କାରେ ମା’ଙ୍କ ଆଜ୍ଞାଲଡୁ ନିଲାମ

ଅନୁଗୁଳ: ବିଦାୟ ନେଲେ ମା’ ଦଶଭୁଜା। ଶେଷ ହେଲା ଦଶହରା ପର୍ବ । ତେବେ ରବିବାର ମା’ଙ୍କ ଭସାଣି ପର୍ବ ଉପଲକ୍ଷେ ଅନୁଷ୍ଠିତ ହୋଇଥିଲା ମା’ଙ୍କ ଆଜ୍ଞାଲଡୁ ଓ ଆଜ୍ଞାମାଳ ନିଲାମ। ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ ଖୋଲୁଆ ଗ୍ରାମରେ ଗତ…
Read More...

୧୪ ଅଧିକାରୀଙ୍କ ପଦୋନ୍ନତି

ଅନୁଗୁଳ: ଅନୁଗୁଳ ଜିଲ୍ଲା ନାଲ୍‌କୋରେ ଇନଚାର୍ଜ ଭାବେ କାର୍ଯ୍ୟରତ ୧୪ଜଣ ଅଧିକାରୀଙ୍କୁ ମହାପ୍ରବନ୍ଧକ ଭାବେ ପଦୋନ୍ନତି ମିଳିଛି । ନାଲ୍‌କୋ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ପଦୋନ୍ନତି ଦିଆଯାଇଛି। ଏଥିପାଇଁ ସମସ୍ତ…
Read More...

ପଞ୍ଚୁନାଥ ମେମୋରିଆଲ କବାଡ଼ି ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକର ଅରାହାଟ ଖେଳ ପଡ଼ିଆ ଠାରେ ପଞ୍ଚୁନାଥ ମେମୋରିଆଲ କବାଡ଼ି ଟୁର୍ଣ୍ଣାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓଡିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ…
Read More...

ଫାର୍ମ ହାଉସ୍‌ରୁ ଛେଳି, ଦେଶୀ କୁକୁଡ଼ା ଚୋରି

ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଳଲହଡ଼ା ଥାନା ଇଲାକା ବତିସୁଆଁ ଠାରେ ଥିବା ଏକ ଫାର୍ମ ହାଉସ୍‌ରୁ ଚୋରି ହୋଇଛି। ଗୁରୁବାର ରାତିରେ କିଛି ଦୁର୍ବୃତ୍ତ ଫାର୍ମହାଉସରୁ ୩୦ଟି ଛେଳି ଓ ୨୦ଟି ଦେଶୀ କୁକୁଡ଼ା ଚୋରି କରିଥିବା ଥାନାରେ…
Read More...

ରାଇଫଲ୍‌ କ୍ଲବ୍‌ ପକ୍ଷରୁ ବନ୍ଧୁକଚାଳନା ପ୍ରତିଯୋଗିତା

ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେର ସ୍ଥିତ ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ ଠାରେ ଶନିବାର ତାଳଚେର ରାଇଫଲ କ୍ଲବ ପକ୍ଷରୁ ରାଜ୍ୟସ୍ତରୀୟ ୫୬ତମ ବନ୍ଧୁକ ଚାଳନା ପ୍ରତିଯୋଗିତା ଶନିବାର ଉଦଘାଟିତ ହୋଇଯାଇଛି ।ତାଳଚେର…
Read More...

ବଢ଼ିଲା ବସ୍ ଭଡ଼ା

ଅନୁଗୁଳ: ରାଜ୍ୟରେ ପୁଣି ବଢ଼ିଲା ବସ୍ ଭଡ଼ା। ସାଧାରଣ ଓ ଏକ୍ସପ୍ରେସ ବସରେ ଭଡ଼ା କିଲୋମିଟର ପ୍ରତି ୩ ପଇସା ବୃଦ୍ଧି ହୋଇଛି । ସାଧାରଣ ବସରେ ଯାତ୍ରା କଲେ ଏଣିକି କିଲୋମିଟର ପ୍ରତି ୯୨ ପଇସା ଦେବାକୁ ହେବ । ପୂର୍ବରୁ ସାଧାରଣ…
Read More...

ବିଏସ୍ଏନଏଲ୍ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଉପଖଣ୍ଡରେ କାର୍ଯ୍ୟ କରୁଥିବା ବିଏସ୍ଏନଏଲ୍ ବିଭାଗର କର୍ମଚାରୀମାନେ ବୁଧବାର ବଇଣ୍ଡା ଟେଲିଫୋନ ଏକ୍ସଚେଞ୍ଜ କାର୍ଯ୍ୟାଳୟ ପରିସରରେ ଦିନିକିଆ କାର୍ଯବନ୍ଦ ଆନ୍ଦୋଳନ କରିଥିଲେ। ବିଭାଗ ପକ୍ଷରୁ…
Read More...
error: Content is protected !!