SIR-2026: ଅନୁଗୋଳରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶିତ, ମୋଟ ଭୋଟର ୯,୧୯,୬୭୦
ଅନୁଗୋଳ: ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ଅଧୀନରେ ଅନୁଗୋଳ ଜିଲ୍ଲାର ଚୂଡ଼ାନ୍ତ ଫଟୋ ଭୋଟର ତାଲିକା ପ୍ରକାଶ ପାଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ତାଲିକା ପ୍ରକାଶିତ ହୋଇଛି। ୦୧.୦୭.୨୦୨୬କୁ ଯୋଗ୍ୟତା ତାରିଖ…




