ସିବିଏସ୍ଇ ଦଶମ ଓ ଦ୍ବାଦଶ ଶ୍ରେଣୀରେ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା
ଅନୁଗୁଳ: ସ୍ଥାନୀୟ ପଞ୍ଚମହଲାଠାରେ ଅବସ୍ଥିତ ଆଦର୍ଶ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ ତରଫରୁ ସିବିଏସ୍ଇ ପରୀକ୍ଷାର ଦଶମ ଓ ଦ୍ବାଦଶ ଶ୍ରେଣୀରେ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏ ଅବସରରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଶାସକ ଡ. ଧରଣୀଧର ନାଥ…





