ତାଳଚେର ସ୍ୱୟଂଶାସିତ ମହାବିଦ୍ୟାଳୟର ଶତପ୍ରତିଶତ ରେଜଲ୍ଟ: ସ୍ନାତକରେ ମୋନାଲିସା ଓ ସ୍ନାତକୋତ୍ତରରେ ଅପରାଜିତା ଟପ୍ପର
ତାଳଚେର : ପ୍ରକାଶ ପାଇଛି ତାଳଚେର ସ୍ୱୟଂଶାସିତ ମହାବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ - ୨୦୨୪। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଅଜୟ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ତାଳଚେର ଉପଜିଲ୍ଲାପାଳ ମନୋଜ କୁମାର ତ୍ରିପାଠୀ ପରୀକ୍ଷା…





