ଅନୁଗୁଳରେ ଜିଲ୍ଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ଆୟୋଜିତ
ଅନୁଗୁଳ: ଅନୁଗୁଳ ଜିଲ୍ଲା ପ୍ରଶାସନ ଓ ମିଲେଟ ମିସନର ମିଳିତ ସହଭାଗିତାରେ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ସନ୍ତରଣ ଗାରଠାରେ ଜିଲ୍ଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ପ୍ରତିଯୋଗିତାରେ ୪୦ ଜଣ ବାଳକ ଓ ବାଳିକା ଭାଗ ନେଇଥିଲେ। ଜିଲ୍ଲା କ୍ରୀଡା…
