ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରସ୍ତୁତି: ଅନୁଗୁଳରେ ସମୀକ୍ଷା କଲେ ସାଧାରଣ ପର୍ଯ୍ୟବେକ୍ଷକ
ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ଚଳିତ ମାସ ୨୫ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନର ପ୍ରସ୍ତୁତି ଓ ତଦାରଖ ନିମନ୍ତେ ବୁଧବାର ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଅନୁଗୁଳ, ତାଳଚେର ଓ…





