ମହାସପ୍ତମୀରେ ଅନୁଗୁଳରେ ବିଭିନ୍ନ ପୂଜା ମଣ୍ଡପ ବୁଲି ମା’ଙ୍କ ଆଶୀର୍ବାଦ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅନୁଗୁଳ: ଆଜି ମହାସପ୍ତମୀ ଅବସରରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୃହ ଜିଲ୍ଲା ଅନୁଗୁଳରେ ଦୁର୍ଗାପୂଜା ମଣ୍ଡପ ବୁଲିବା ସହ ପୂଜା କମିଟି ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଶୁଶୁଡ଼ା,…



