କର୍କଟ ରୋଗୀଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩ ଲକ୍ଷ ସହାୟତା
ଅନୁଗୋଳ: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁମୋଦନ କ୍ରମେ ଅନୁଗୋଳ ଜିଲ୍ଲାର ଜଣେ କର୍କଟ ରୋଗୀଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩ ଲକ୍ଷ ଟଙ୍କାର ସହାୟତା ମିଳିଛି।ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ କୋଶଳା ପଞ୍ଚାୟତ ଚକ୍ରଧରପୁର ଗ୍ରାମର ରାଜକିଶୋର ପ୍ରଧାନଙ୍କ ପୁଅ…




