ହାତୀ ଆକ୍ରମଣରେ ମହିଳା ଗୁରୁତର, ବନ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ
ଅନୁଗୁଳ: ଅନୁଗୁଳ ଜିଲ୍ଲା ଧୋକୁଟା ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଏହି ଘଟଣା ପରେ ଗାଁରେ ଉତ୍ତେଜନା ଦେଖା ଦେଇଛି। ଗାଁ ଲୋକ ରାସ୍ତା ଅବରୋଧ କରିବା ସହ ବନ ବିଭାଗର କର୍ମଚାରୀଙ୍କୁ ଅଟକ ରଖିଛନ୍ତି। ସୂଚନାଯୋଗ୍ୟ,…





