କଳିଙ୍ଗ ନଗର ଗଣହତ୍ୟାକୁ ୧୮ ବର୍ଷ: ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲା ଅନୁଗୁଳ ଜିଲ୍ଲା କଂଗ୍ରେସ କମିଟି
ଅନୁଗୁଳ: ଆଜି ଅନୁଗୁଳ ଜିଲ୍ଲା କଂଗ୍ରେସ ପକ୍ଷରୁ କଳିଙ୍ଗ ନଗର ଗଣହତ୍ୟା ସହିଦଙ୍କର ୧୮ତମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଛି। ଏ ଅବସରରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପରେ ଜିଲ୍ଲା କଂଗ୍ରେସ ସଭାପତି ସଂଗ୍ରାମ ମିଶ୍ରଙ୍କ ନେତୃତ୍ୱରେ ଏକ ମହମବତୀ ଶୋଭାଯାତ୍ରା…





