ଅଗ୍ନିକାଣ୍ଡରେ ଜଳିଗଲା ପାଞ୍ଚ ବଖରା, ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
ଅନୁଗୁଳ: ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଖାମଣା ଗାଁରେ ଅଗ୍ନିକାଣ୍ଡ ଘଟି ୫ ବଖରା ଘର ଜଳି ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ମୁତାବକ, ଖାମଣା ଗାଁରେ କୌଣସି କାରଣରୁ ଏକ ଘରେ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ଏହି ନିଆଁ…
