‘ସ୍ପନ୍ଦନ’ ପକ୍ଷରୁ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ: ନିଶାଠୁ ଦୂରେଇ ରହିବାକୁ ପରାମର୍ଶ
ଅନୁଗୁଳ: ଅନୁଗୁଳ ଜିଲ୍ଲା ଅବକାରୀ ବିଭାଗ ଓ ସାମାଜିକ ସଂଗଠନ "ସ୍ପନ୍ଦନ" ଆନୁକୂଲ୍ୟରେ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ସରସ୍ଵତୀ ବିଦ୍ୟା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମକୁ ଜିଲ୍ଲା ଅବକାରୀ ବିଭାଗର ଉପ-ଅଧୀକ୍ଷକ ଜ୍ଞାନ ରଞ୍ଜନ ପଣ୍ଡା ଉଦଘାଟନ…





