ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର, ୭୭ ଅଭିଯୋଗରୁ ୧୨ର ହେଲା ତୁରନ୍ତ ସମାଧାନ
ଅନୁଗୁଳ: ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ଯୋଗ ଦେଇଥିଲେ। ଦାଖଲ ହୋଇଥିବା…



