ଅନୁଗୁଳରେ ଆଇନ ସଚେତନତା ଶିବିର: କର୍ମକ୍ଷେତ୍ରରେ ମହିଳା ଯୌନ ଉତ୍ପୀଡନ ଅଧିନିୟମ ସମ୍ପର୍କରେ ଆଲୋଚନା
ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଇନସେବା ସେବା ପ୍ରାଧିକରଣ ତରଫରୁ ସ୍ଥାନୀୟ ଜିଲ୍ଲା ଅଦାଲତ ପରିସରରେ କର୍ମକ୍ଷେତ୍ରରେ ମହିଳା ଯୌନ ଉତ୍ପୀଡନ (ପ୍ରତିରୋଧ, ନିଷେଧ ଏକ ପ୍ରତିକାର ) ଅଧିନିୟମ ସମ୍ପର୍କିତ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଛି। ଜିଲ୍ଲା ଓ ଦୌରାଜଜ…





