ନିମ୍ନମାନର ରାସ୍ତା କାମକୁ ନେଇ ଅସନ୍ତୋଷ, ଆନ୍ଦୋଳନ ପାଇଁ ପ୍ରସ୍ତୁତି
ବଇଣ୍ଡା: ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକର ବଇଣ୍ଡା ଅଞ୍ଚଳରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ କାର୍ଯ୍ୟ କରୁଥିବା ଠିକାସଂସ୍ଥା ଏଆଇପିଏଲ୍ (AIPL) ଦ୍ୱାରା ଅତ୍ୟନ୍ତ ନିମ୍ନମାନର କାମ କରାଯାଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ…
