ବିପୁଳ ପରିମାଣର ଦେଶୀ ମହୁଲି ମଦ ଏବଂ ବାଇକ ଜବତ, ୫ ଅଭିଯୁକ୍ତ ଗିରଫ
ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଥାନା ଅଞ୍ଚଳରେ ବିପୁଳ ଦେଶୀ ମହୁଲି ମଦ କାରବାର ଅଭିଯୋଗ ପାଇ ଆଜି ବଇଣ୍ଡା ଏବଂ ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଇଛି। ଠାକୁରଗଡ଼ ଥାନା ଅଞ୍ଚଳରେ ଚଢ଼ଉ ବେଳେ ସଦାନନ୍ଦପୁରର…





