କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ନୀତିନ ଗଡ଼କରୀଙ୍କୁ ଭେଟିଲେ ଅନୁଗୁଳ ବିଜେପି ଜିଲ୍ଲା ସଭାପତି, ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା
ଅନୁଗୁଳ: ଅନୁଗୁଳ ଜିଲ୍ଲା ବିଜେପି ସଭାପତି ଦିଲେଶ୍ୱର ପ୍ରଧାନ ନୂଆଦିଲ୍ଲୀରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି ଜିଲ୍ଲାର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଗତ ଶନିବାର ବିଜେପି…





