ନିର୍ବାଚନ ପାଇଁ ‘ମୁଁ ବି ମିତା’ କର୍ମଶାଳା ଆୟୋଜିତ: ପ୍ରଶିକ୍ଷଣ ନେଲେ ଛାତ୍ରୀ
ଅନୁଗୁଳ: ଆଜି ପୂର୍ବାହ୍ନରେ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବିଭିନ୍ନ ମହାବିଦ୍ୟାଳୟରୁ ଆସିଥିବା ୧୭ ବର୍ଷ ବୟସରୁ ଊର୍ଦ୍ଧ୍ବ ଛାତ୍ରୀଙ୍କୁ ନେଇ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ 'ମୁଁ ବି ମିତା' ଅନୁଷ୍ଠିତ ହୋଇଛି। ଉପଜିଲ୍ଲାପାଳ ବରତ୍ୟେନ୍ଦୁ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆସନ୍ତା…





