ଅନୁଗୁଳ ଜିଲ୍ଲା କ୍ରୀଡା ସଂସଦ ପକ୍ଷରୁ ଦୌଡ଼ କୁଦ ପ୍ରତିଯୋଗିତା ଆୟୋଜିତ
ଅନୁଗୁଳ: ଆଜି ପୂର୍ବାହ୍ନରେ ନାଲକୋ ଷ୍ଟାଡିୟମ ଠାରେ ଅନୁଗୁଳ ଜିଲ୍ଲା ଦୌଡ଼ କୁଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ନାଲକୋର କାର୍ଯ୍ୟକାରୀ ନିର୍ଦ୍ଦେଶକ ଭୀମସେନ ପ୍ରଧାନ ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ପ୍ରଥମେ ତାଳଚେର ଉପଖଣ୍ଡ କ୍ରୀଡା…





