ଏମବିବିଏସ୍/ବିଡିଏସ୍ ନାମଲେଖା ପାଇଁ ଆଜିଠୁ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର/ଅନୁଗୁଳ: ମେଡିକାଲ୍ କଲେଜରେ ଏମବିବିଏସ୍/ବିଡିଏସ୍ ନାମଲେଖା ପାଇଁ ପଞ୍ଜିକରଣ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇଛି। ଏ ନେଇ ଓଜେଇଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନୋଟିଫିକେସନ ମୁତାବକ, ଓଡ଼ିଶାର ଯେଉଁ ପ୍ରାର୍ଥୀମାନେ ନିଟ୍ ମେରିଟ୍ ଲିଷ୍ଟରେ ସ୍ଥାନ ପାଇଛନ୍ତି, ସେମାନେ ପଞ୍ଜିକରଣ…
