ହାତୀ ଆକ୍ରମଣରେ ମୃତ ବ୍ୟକ୍ତିଙ୍କ ପରିବାରକୁ ଭେଟିଲେ ବିଜେପିର ବିଧାୟକ ଟିମ୍, ୨୦ ଲକ୍ଷ ଟଙ୍କା ଦେବାକୁ ଦାବି
ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣରେ ମୃତ ବ୍ୟକ୍ତିଙ୍କ ପରିବାରକୁ ବୁଧବାର ବିଜେପି ଦଳର ନେତୃବୃନ୍ଦ ଭେଟିଛନ୍ତି। ବିରୋଧୀ ଦଳ ବିଜେପିର ମୁଖ୍ୟ ସଚେତକ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ବିଧାୟକ ନାଉରି ନାଏକ, ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଜିଲ୍ଲା…



