ଅଗ୍ନିଶମ ଓ ଜରୁରୀ କାଳୀନ ସେବା ସପ୍ତାହ ପାଳିତ, ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ କରାଯିବ ସଚେତନ
ଅନୁଗୁଳ: ଅନୁଗୁଳ ଜିଲ୍ଲା ଅଗ୍ନିଶମ କାର୍ଯ୍ୟାଳୟରେ ଓଡ଼ିଶା ଅଗ୍ନିଶମ ଓ ଜରୁରୀ କାଳୀନ ସେବା ସପ୍ତାହ ପାଳିତ ହୋଇଛି। ସୂଚନା ମୁତାବକ, ଆଜି ସକାଳେ ପିଟିସି ଛକ ଠାରେ ଥିବା ଅଗ୍ନିଶମ କାର୍ଯ୍ୟାଳୟରେ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା ସପ୍ତାହ…





