ସାତକୋଶିଆ ମଣ୍ଡଳ ବିଜେପିର କାର୍ଯ୍ୟକାରିଣୀ ବୈଠକ: ସରକାର ତୁରନ୍ତ ସମସ୍ୟା ନ ବୁଝିଲେ ଆନ୍ଦୋଳନ କରିବାକୁ ଚେତାବନୀ
ଅନଗୁଳ : ସାତକୋଶିଆ ମଣ୍ଡଳ ବିଜେପିର କାର୍ଯ୍ୟକାରିଣୀ ବୈଠକ ଟିକରପଡ଼ାରେ ଅନୁଷ୍ଠିତ ହୋଇଛି। ମଣ୍ଡଳ ସଭାପତି ଅନନ୍ତ ବାସୁଦେବ ମହାନ୍ତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ପୂର୍ବତନ ରାଜ୍ୟସଭା ସାଂସଦ ରୁଦ୍ର ନାରାୟଣ ପାଣି, ସମ୍ମାନିତ ଅତିଥି ଭାବେ ଜିଲ୍ଲା ସଭାପତି ଦିଲେଶ୍ଵର…





