ବିବାହ ପ୍ରଲୋଭନ ଦେଖାଇ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ
ଅନୁଗୁଳ: ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଆଜି ଅନୁଗୁଳ ସଦର ଥାନା ଅନ୍ତର୍ଗତ ବଲାସିଙ୍ଗା ଗ୍ରାମର ସିଦ୍ଧାନ୍ତ ସାହୁ ( ୨୩ )ଙ୍କୁ ନାଲକୋ ଥାନା ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ସୂଚନା ଅନୁଯାୟୀ, ନାଲକୋ ଅଞ୍ଚଳର ଜଣେ ନାବାଳିକାକୁ ବିବାହର…





