ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଡ୍ରାଇଭର ମହାସଂଘ
ଅନୁଗୁଳ: ୧୧ ଦଫା ଦାବି ନେଇ ଆଜି ଅନୁଗୁଳ ଡ୍ରାଇଭର ମହାସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମହାସଂଘ ତରଫରୁ ଏକ ବିଶାଳ ଶୋଭାଯାତ୍ରା ସ୍ଥାନୀୟ ଜଗନ୍ନାଥ ମନ୍ଦିରରୁ ବାହାରି ବଜାର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଥିଲା।…
