ମାର୍ଚ୍ଚ ୧୦ରୁ ୧୭ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା, ଘୋଷଣା କଲେ ବୋର୍ଡ ସଭାପତି
କଟକ : ଆସନ୍ତା ମାର୍ଚ୍ଚ ୧୦ ତାରିଖରୁ ଚଳିତବର୍ଷର ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ନେଇ ଆଜି ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି। ପରୀକ୍ଷା ମାର୍ଚ୍ଚ ୧୦ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏ…





