ଶଙ୍ଖପୁର ଓ ମହିଧରପୁର ପଞ୍ଚାୟତରେ ରାଜସ୍ବ ନିରୀକ୍ଷକ ଆବାସିକ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ
ଅନୁଗୁଳ: ସ୍ଥାନୀୟ ଅନୁଗୁଳ ବ୍ଲକ ଶଙ୍ଖପୁର ପଞ୍ଚାୟତ ଓ ବଅଁରପାଳ ବ୍ଳକ ମହିଧରପୁର ପଞ୍ଚାୟତରେ ରାଜସ୍ବ ନିରୀକ୍ଷକ ଆବାସିକ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ମୁଖ୍ୟ ଅତିଥିଭାବେ ବିଧାନସଭାର ଉପ-ବାଚସ୍ପତି ରଜନୀକାନ୍ତ ସିଂହ ଯୋଗ ଦେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା…





