ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ତୃତୀୟ ବାର୍ଷିକ ଉତ୍ସବ ପାଳନ
ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ସାପୋଇସାହି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର (ଆବାସିକ ବିଦ୍ୟାଳୟ)ର ତୃତୀୟ ବାର୍ଷିକ ଉତ୍ସବ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଛେଣ୍ଡିପଦା ବିଧାୟକ ଅଗସ୍ତୀ ବେହେରା ଯୋଗ ଦେଇଥିଲେ। ମୁଖ୍ୟ ବକ୍ତା…



