ବିଦ୍ୟୁତ ସଂସ୍ପର୍ଶରେ ଆସି ଦନ୍ତାର ମୃତ୍ୟୁ
ଅନୁଗୁଳ ବ୍ଲକ ନନ୍ଦପୁର ପଞ୍ଚାୟତର ମାଧପୁର ଜଙ୍ଗଲ ନିକଟରେ ମଙ୍ଗଳବାର ଏକ ଦନ୍ତା ହାତୀ ମୃତଦେହ ଉଦ୍ଧାର ହୋଇଛି। ବିଦ୍ୟୁତ ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିବା ବିଭାଗୀୟ ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଛି। ଗତ ବିଳମ୍ବିତ ରାତିରେ ହାତୀଟି ମାଧପୁର ଜଙ୍ଗଲ…



