କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଭେଟି ରେଳ ଷ୍ଟେସନର ଉନ୍ନତିକରଣ ପାଇଁ ଦାବି କଲେ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ
ଅନୁଗୁଳ : ଅନୁଗୁଳ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚାର ସଭାନେତ୍ରୀ ବସନ୍ତ ମଞ୍ଜରୀ ପ୍ରଧାନ ଶନିବାର ନୂଆଦିଲ୍ଲୀ ସଂଚାର ଭବନରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଛନ୍ତି। ଏ ଅବସରରେ ସେ ଅନୁଗୁଳ ଜିଲ୍ଲାର ରେଳ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ବିକାଶ…



