ସମ୍ବଲପୁର-ପୁରୀ ଇଣ୍ଟରସିଟି ପୁନଃ ଚଳାଚଳ ଦାବି
ଅନୁଗୁଳ: କରୋନା କଟକଣା ଯୋଗୁଁ ସମ୍ବଲପୁର-ପୁରୀ ଇଣ୍ଟରସିଟି ଟ୍ରେନ୍ ଚଳାଚଳ ଆରମ୍ଭ ହୋଇନାହିଁ। ଯଥାଶୀଘ୍ର ଏହି ଟ୍ରେନ୍ ଚଳାଚଳ କରାଯିବାକୁ ରବିବାର ଅନୁଗୁଳ ଜିଲ୍ଲା କିଶୋରନଗର ଜୀବନ ଜୀବିକା ଓ କୃଷିଜମି ସୁରକ୍ଷା କମିଟି ପକ୍ଷରୁ ରେଳମନ୍ତ୍ରୀଙ୍କୁ ଦାବିପତ୍ର ଦିଆଯାଇଛି। ସେହିପରି…



