କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଅନୁଗୁଳ ଗସ୍ତ ନେଇ ବିଜେପିର ପ୍ରସ୍ତୁତି
ଅନୁଗୁଳ: ପବିତ୍ର ଗାନ୍ଧୀ ଏବଂ ଶାସ୍ତ୍ରୀ ଜୟନ୍ତୀ ଅକ୍ଟୋବର ୨ ତାରିଖରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁଗୁଳ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗାନ୍ଧିମାର୍ଗ ସ୍ଥିତ…



