ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ, ୧୨ ରୁ ପୁଣି ବଢିବ ବର୍ଷା: ୬ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ, ବିଜୁଳି ଘଡଘଡି ଆଶଙ୍କା
ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ ସ୍ବଳ୍ପ ଧରଣର ବର୍ଷା ମଧ୍ୟ ହେଉଛି। ଆସନ୍ତା ୧୨ ତାରିଖରେ ରାଜ୍ୟରେ ପୁଣି ବର୍ଷା ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ସୋଆ ଜଳବାୟୁ ଓ…




