ଅବସରକାଳୀନ ବିଦାୟସଭା
ଅନୁଗୁଳ: ଅନୁଗୁଳ ଟାଉନ୍ ହାଇସ୍କୁଲର ପ୍ରଧାନଶିକ୍ଷକ ସରୋଜ କୁମାର ପାଣିଗ୍ରାହୀ ସରକାରୀ ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଗଗନ ବିହାରୀ ପ୍ରଧାନଙ୍କ ସଭାପତିତ୍ଵରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଶ୍ରୀ…





